ବ୍ରହ୍ମପୁର: ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘର ଉପରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ମହାପାତ୍ର ଘର ଉପରେ  ଆଜି ଭିଜିଲାନ୍ସ ଚଢ଼ାଉ କରିଛି। ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ମହାପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ପୂର୍ବରୁ ଏକ ମାମଲା ହୋଇଥିଲା।  ତାକୁ ଆଧାର କରି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।  ଭିଜିଲାନ୍ସ ତାଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ଆକଳନ […]

anurag-takur

anurag-takur

Rakesh Mallick
  • Published: Tuesday, 15 September 2015
  • Updated: 15 September 2015, 10:03 AM IST

Sports

Latest News

ବ୍ରହ୍ମପୁର: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ମହାପାତ୍ର ଘର ଉପରେ  ଆଜି ଭିଜିଲାନ୍ସ ଚଢ଼ାଉ କରିଛି। ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ମହାପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ପୂର୍ବରୁ ଏକ ମାମଲା ହୋଇଥିଲା।  ତାକୁ ଆଧାର କରି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।  ଭିଜିଲାନ୍ସ ତାଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ଆକଳନ କରିଛି। ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୬୩ ଲକ୍ଷ ଟଙ୍କା ଭିଜିଲାନ୍ସ  ପକ୍ଷରୁ ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story