କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ସିମିଳିପୁର ପଞ୍ଚାୟତର କରବର ଗ୍ରାମରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୮ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି କରବର ଗାଁରେ ଗଣେଶ ପୂଜା ଭସାଣି ଚାଲିଥିଲା। ଏହି ସମୟରେ କମେଣ୍ଟ ମରାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ପରେ ହାତାହାତି ହୋଇଥିଲେ। ଆକ୍ରମଣ ପ୍ରତି ଆକ୍ରମଣରେ ଉଭୟ ପକ୍ଷର ୮ ଜଣ ହୋଇଥିଲେ। ଆହତଙ୍କ ମଧ୍ୟରେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Also Read
ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି ଓ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।