ଭୁବନେଶ୍ୱର ବିମାନବନ୍ଦରରୁ ଏକ କେଜି ସୁନା ଜବତ ହୋଇଛି। ବିମାନବନ୍ଦରରେ କାର୍ଯ୍ୟରତ କର୍ମଚାରୀ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଠାରୁ ଏହି ସୁନା ଜବତ କରିଛନ୍ତି। ବ୍ୟାଙ୍କକରୁ ଭୁବନେଶ୍ୱର ଆସି ଅବତରଣ କରିବା ପରେ ଜଣେ ଅଣ ଓଡ଼ିଆ ଯାତ୍ରୀଙ୍କ ଠାରୁ ଏହି ସୁନା ଜବତ କରିଛି କଷ୍ଟମ ବିଭାଗ।
ବ୍ୟକ୍ତି ଜଣଙ୍କ ଏକ କେଜି ସୁନାକୁ ଗୋଲି ଆକାରରେ ନିଜ ମଳଦ୍ୱାରରେ ଲୁଚାଇ ଆଣୁଥିଲେ। ଏପରିକି ମେଟାଲିକ ସ୍କାନରରେ ବ୍ୟକ୍ତି ଜଣଙ୍କ ସ୍କାନ ହୋଇଥିଲେ ମଧ୍ୟ ଧରାପଡ଼ି ନଥିଲେ। ତେବେ ଗୁଇନ୍ଦା ବିଭାଗ ଖବର ଅନୁସାରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ କଷ୍ଟମ ଅଧିକାରୀ ଚେକିଂ କରିବା ସହ ଶୌଚାଳୟ ନେଇ ସେଠାରେ ଶୌଚ କରାଇବା ପରେ ସେଥିରୁ କେଜିଏ ସୁନା ବାହାରିଥିଲା।
Also Read
ଜବତ ସୁନା ବେଆଇନ ବୋଲି ଜଣାପଡ଼ିବା ପରେ ସୁନା ଜବତ କରାଯିବା ସହ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।