ବ୍ୟାଙ୍କରୁ ଟଙ୍କା ଉଠାଇ ଘରକୁ ଫେରିବା ବାଟରେ ଦମ୍ପତିଙ୍କ ଠାରୁ ୨ ଲକ୍ଷ ଝାମ୍ପି ନେଲେ ଦୁର୍ବୃତ୍ତ। ଜଗତସିଂହପୁର ଜିଲ୍ଲା କୁଜଙ୍ଗ ମଲ୍ଲାସାହିରେ ଘଟିଛି ଏଭଳି ଘଟଣା। ଲୁଟ୍ର ଶିକାର ହୋଇଥିବା ବ୍ୟକ୍ତି ହେଉଛନ୍ତି ବିଷ୍ଣୁପ୍ରସାଦ କର।
ଠିକାଦାର ବିଷ୍ଣୁପ୍ରସାଦ କର ଓ ତାଙ୍କ ପତ୍ନୀ ଆଜି ସକାଳେ ଟଙ୍କା ଉଠାଇବା ପାଇଁ ବ୍ୟାଙ୍କ ଯାଇଥିଲେ। ବ୍ୟାଙ୍କରୁ ସେମାନେ ୨ଲକ୍ଷ ୧୦ହଜାର ଟଙ୍କା ଉଠାଇ ସ୍କୁଟିରେ ଘରକୁ ଫେରୁଥିଲେ। ଘରକୁ ଫେରିବା ବେଳେ ପଛରୁ ଗୋଟିଏ ବାଇକରେ ଦୁଇ ଜଣ ଦୁର୍ବୃତ୍ତ ଆସି ଟଙ୍କା ବ୍ୟାଗ ଝାମ୍ପି ନେଇ ପଳାଇଥିଲେ।
Also Read
ବିଷ୍ଣୁପ୍ରସାଦ ଲୁଟେରାଙ୍କ ବାଇକ ପିଛା କରିଥିଲେ। କିନ୍ତୁ ଲୁଟେରାମାନେ ଦୃତ୍ତ ଗତିରେ ଚମ୍ପଟ ମାରିଥିଲେ। ପରେ ବିଷ୍ଣୁପ୍ରସାଦ ଏନେଇ କୁଜଙ୍ଗ ଥାନାରେ ଲିଖିତ ଅଭିଯୋକ କରିଥିଲେ। ଅଭିଯୋଗ ଆଧାରରେ ପୁଲିସ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।