ଶିମିଳିପାଳ ପାଦଦେଶରେ ଥିବା ବିଭିନ୍ନ ଗାଁ ଗୁଡ଼ିକରୁ ୨୩ଟି ଦେଶୀ ବନ୍ଧୁକ ଜବତ କରିଛି ମୟୁରଭଞ୍ଜ ପୁଲିସ। ଶିମିଳିପାଳ ଅଭୟାରଣ୍ୟରେ ଲଗାତାର ଶିକାର ହେଉଥିବା ଅଭିଯୋଗ ହେବା ପରେ ପୁଲିସ୍ ତତ୍ପରତା ପ୍ରକାଶ କରି ଏହି ଚଢ଼ାଉ କରିଥିଲେ।
ଗତ ଦୁଇ ମାସ ଭିତରେ ଶିମିଳିପାଳ ଅଭୟାରଣ୍ୟର ଆଖ ପାଖରେ ଥିବା ୮ଟି ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢାଉ କରି ଦେଶୀ ବନ୍ଧୁକ ଜବତ କରିଥିବା ପୁଲିସ କହିଛି। ତେବେ ଶିମିଳିପାଳ ଅଭୟାରଣ୍ୟକୁ ବନ୍ଧୁକ ମୁକ୍ତ କରିବା ଉଦ୍ଦେଶ୍ୟରେ ଚାଲିଥିବା ସ୍ପେଶାଲ ଡ୍ରାଇଭ୍କୁ ଆଗକୁ ଚାଲୁ ରଖାଯିବ ବୋଲି କହିଛନ୍ତି ମୟୁରଭଞ୍ଜ ଏସପି। ତେବେ ଏହି ଘଟଣାରେ କାହାରିକୁ ଗିରଫ କରା ଯାଇନଥିବା ବେଳେ ଶିକାରୀମାନେ ଏହି ବନ୍ଧୁକକୁ ଜଙ୍ଗଲରେ ଲୁଚାଇ ରଖିଥିବା ବେଳେ ପୁଲିସ ଏହାକୁ ଜବତ କରିଛି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।
Crime
ଗତକାଲିଠୁ ନିଖୋଜ ଥିଲେ ନାବାଳକ; ବସ୍ତାରୁ ମିଳିଲା ମୃତଦେହ
ନାବାଳକଙ୍କୁ ହତ୍ୟା କରି ବସ୍ତାରେ ପୂରାଇ ପଡ଼ୋଶୀର ଘର ସମ୍ମୁଖରେ ଫିଙ୍ଗିଦେଲେ।
Crime
ନିଶା ହେଲା କାଳ, ବଚସାରୁ କାଟି ଦେଲେ ଯୁବକଙ୍କ ତଣ୍ଟି
ସାମାନ୍ୟ ବଚସାରୁ ଘଟିଲା ଅଭାବନୀୟ କାଣ୍ଡ । ବ୍ଲେଡରେ ଜଣେ ଯୁବକଙ୍କ ତଣ୍ଟି କାଟିଦେଲେ ନିଶାସକ୍ତ ଜଣେ ଯୁବକ ।
Crime
ସରକାରୀ କ୍ୱାର୍ଟର୍ସରୁ ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଗଣେଶ ବର୍ଷେ ହେବ ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଥିବା ୧୦୮ ଆମ୍ବୁଲାନ୍ସରେ ଫାର୍ମାସିଷ୍ଟ ଭାବେ କାମ କରୁଥିଲେ।
Crime
ହାର୍ଡକୋର ନକ୍ସଲ ପ୍ରଭାକର ଗିରଫ; ୨୫ ଲକ୍ଷ ଥିଲା ପୁରସ୍କାର ରାଶି
ପ୍ରଭାକରଙ୍କ ନାଁରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା।