Advertisment

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ

ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବ ଇଞ୍ଜିନିୟର।

author-image
Manoj Swain

ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବ ଇଞ୍ଜିନିୟର। ୮ ମହଲାରୁ ଡେଇଁ ଜୀବନ ହାରିଛନ୍ତି ଖାରବେଳନଗର ଚନ୍ଦ୍ରମା କମ୍ପ୍ଲେକ୍ସ ଆପାର୍ଟ ମେଣ୍ଟରେ ରହୁଥିବା ରୋନିତ ଜେନା । ରୋନିତଙ୍କ ବୟସ ୨୩ । ତେବେ ଏହାକୁ ନେଇ ପରିବାର ଲୋକ କଣ କହିଛନ୍ତି ଶୁଣନ୍ତୁ । 

Advertisment
Odisha Bhubaneswar Suicide