ଭିଜିଲାନ୍ସ ଜାଲରେ ଟ୍ରାଫିକ୍ ଇନସ୍ପେକ୍ଟର| Odisha Reporter
ଭିଜିଲାନ୍ସ ଜାଲରେ ତାଳଚେର ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରା। କାର୍ରେ ତାଳଚେରରୁ ଅସ୍ତରଙ୍ଗ ଯିବା ବେଳେ ବାଲିଅନ୍ତାରେ ଧରାପଡ଼ିଲେ। ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ରଙ୍କ ପାଖରୁ ମୋଟ ୨୪ ଲକ୍ଷ ଟଙ୍କା ଜବତ ହୋଇଛି। ଗାଡ଼ିରୁ ୧୧ଲକ୍ଷ ଟଙ୍କା ଓ ୨ଟି ଘର ଯାଞ୍ଚରୁ ୩ଲକ୍ଷ ଓ ୧୦ଲକ୍ଷ ଟଙ୍କା ଜବତ ହୋଇଛି। ଆୟବହିର୍ଭୁତ ସଂପତ୍ତିି ଠୁଳ ଅଭିଯୋଗରେ ଏହି ଚଢାଉ କରିଛି ଭିଜିଲାନ୍ସ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
