Advertisment

ଟ୍ରାଫିକ ଇନ୍ସପେକ୍ଟରଙ୍କ ପାଖରୁ ୨୪ ଲକ୍ଷ ଟଙ୍କା ଜବତ

ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ରଙ୍କ ପାଖରୁ ମୋଟ ୨୪ ଲକ୍ଷ ଟଙ୍କା ଜବତ ହୋଇଛି।

Advertisment

ଭିଜିଲାନ୍ସ ଜାଲରେ ତାଳଚେର ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରା। କାର୍‌ରେ ତାଳଚେରରୁ ଅସ୍ତରଙ୍ଗ ଯିବା ବେଳେ ବାଲିଅନ୍ତାରେ ଧରାପଡ଼ିଲେ। ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ରଙ୍କ ପାଖରୁ ମୋଟ ୨୪ ଲକ୍ଷ ଟଙ୍କା ଜବତ ହୋଇଛି। ଗାଡ଼ିରୁ ୧୧ଲକ୍ଷ ଟଙ୍କା ଓ ୨ଟି ଘର ଯାଞ୍ଚରୁ ୩ଲକ୍ଷ ଓ ୧୦ଲକ୍ଷ ଟଙ୍କା ଜବତ ହୋଇଛି। ଆୟବହିର୍ଭୁତ ସଂପତ୍ତିି ଠୁଳ ଅଭିଯୋଗରେ ଏହି ଚଢାଉ କରିଛି ଭିଜିଲାନ୍ସ ।

Advertisment
 
Odisha Vigilance Raid Angul
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe