Advertisment

ଗ୍ରାହକଙ୍କୁ ଠକୁଛନ୍ତି ଅସାଧୁ ବ୍ୟବସାୟୀ

ରାଜ୍ୟରେ ମାପ ଓ ଓଜନରେ ଗ୍ରାହକଙ୍କୁ ଠକୁଛନ୍ତି କେତେକ ବ୍ୟବସାୟୀ। ବର୍ଷକରେ ୨,୮୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ନଜରକୁ ଆସିଛି।

author-image
Manoj Swain

ରାଜ୍ୟରେ ମାପ ଓ ଓଜନରେ ଗ୍ରାହକଙ୍କୁ ଠକୁଛନ୍ତି କେତେକ ବ୍ୟବସାୟୀ। ବର୍ଷକରେ ୨,୮୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ନଜରକୁ ଆସିଛି। ୨୧୮୧ ବ୍ୟବସାୟୀ କମ୍ପ୍ୟୁଟର ଓଜନରେ ଠକୁଥିବା ଜଣାପଡିଛି। ସେହିପରି ୧୦୧ ଜଣ ବ୍ୟବସାୟୀ ବଟକରା ଓ ୯୫ ଜଣ ପଳାରେ ଠକୁଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।  

Advertisment
Odisha Bhubaneswar