କଟକ: ଗତବର୍ଷ କଟକ ବାଦାମବାଡି ଅଞ୍ଚଳରୁ ଲକ୍ଷାଧିକ ଟଙ୍କା ଲୁଟ୍ ଘଟଣାରେ ଗୁରୁବାର ୩ ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ। ଲୁଟେରାଙ୍କରୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଜବତ କରିଛି ବାଦମବାଡି ପୋଲିସ। କୋଲକାତାର ଜଣେ ସୁନା ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିଲା। ଗିରଫ ୩ ଜଣଙ୍କ ମଧ୍ୟରୁ ଜଣଙ୍କର ଘର ପଶ୍ଚିମବଙ୍ଗରେ ବୋଲି ଜଣାପଡିଛି। ଗତବର୍ଷ ମେ’ ୨୯ ତାରିଖରେ କୋଲକତାରେ ସୁନା ବ୍ୟବସାୟୀ ସ୍ୱରୂପ ପାରମାଣିକ କଟକରେ ସୁନା ବିକ୍ରି କରି ଟଙ୍କା ନେଇ ଯାଉଥିବା ସମୟରେ ବନ୍ଧୁକ ଦେଖାଇ ତାଙ୍କଠାରୁ ୪୧ ଲକ୍ଷ ଟଙ୍କା ଲୁଟ୍ କରିନେଇଥିଲେ ଲୁଟେରା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।