ପିଇଓଙ୍କଠାରୁ ୪.୬୪ ଲକ୍ଷ ଟଙ୍କା ଲୁଟ୍‌, କାଲି ବାଣ୍ଟିଥା’ନ୍ତେ ଭତ୍ତା

ପିଇଓ ଓ ତାଙ୍କ ସହଯୋଗୀ ଆହତ ହୋଇଛନ୍ତି। ବଙ୍ଗୋମୁଣ୍ଡା ଡାକ୍ତରଖାନାରେ ସେମାନଙ୍କ ଚିକିତ୍ସା କରାଯାଇଛି।

Police PhotoOR

ଘଟଣାସ୍ଥଳରେ ପୁଲିସର ଛାନ୍‌ଭିନ୍

Jitendra Garnayak
  • Published: Tuesday, 19 March 2024
  • Updated: 19 March 2024, 05:45 PM IST

Sports

Latest News

ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି-ବଙ୍ଗୋମୁଣ୍ଡା ୪୨ ନମ୍ବର ରାଜ୍ୟ ରାଜପଥର ଦନ୍ଦରା ନିକଟରେ ବଙ୍ଗୋମୁଣ୍ଡା ପଞ୍ଚାୟତର ପିଇଓ ସତ୍ୟ କୁମାର ଘିଭେଲାଙ୍କଠାରୁ ୪ ଲକ୍ଷ ୬୪ ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।

ପିଇଓ ସତ୍ୟ କୁମାର ଘିଭେଲା ଓ ତାଙ୍କର ଜଣେ ସହଯୋଗୀ ଆଜି ବଙ୍ଗୋମୁଣ୍ଡା ସ୍ଥିତ ଏସ୍‌ବିଆଇକୁ ଯାଇଥିଲେ। ସେଠାରୁ ସତ୍ୟ କୁମାର ଘିଭେଲା ୪ ଲକ୍ଷ ୬୪ ଟଙ୍କା ଉଠାଇଥିଲେ। ଆସନ୍ତାକାଲି ଭତ୍ତା ଦେବାକୁ ସେ ଏହି ଟଙ୍କା ଉଠାଇଥିଲେ। ଟଙ୍କା ଉଠାଇବା ପରେ ସେ ବାଇକ୍‌ ଯୋଗେ କଣ୍ଟାବାଞ୍ଜି ସ୍ଥିତ ନିଜ ଘରକୁ ଯାଉଥିଲେ।

Also Read

ପିଇଓ ସତ୍ୟ କୁମାର ଘିଭେଲା ଓ ତାଙ୍କର ସହଯୋଗୀ ବାଇକରେ କଣ୍ଟାବାଞ୍ଜି ଅଭିମୁଖେ ଯାଉଥିବା ବେଳେ ଏକ ଆପାଚିରେ ୩ ଜଣ ଦୁର୍ବୃତ୍ତ ସେମାନଙ୍କୁ ପିଛା କରିଥିଲେ। ଦୁର୍ବୃତ୍ତମାନେ ସତ୍ୟ କୁମାର ଘିଭେଲାଙ୍କ ଚଳନ୍ତା ବାଇକ୍‌କୁ ଧକ୍କା ଦେଇଥିଲେ। ଫଳରେ ସତ୍ୟ କୁମାର ଘିଭେଲା ଓ ତାଙ୍କ ସହଯୋଗୀ ପଡ଼ି ଯାଇଥିଲେ। ଏହା ପରେ ଦୁର୍ବୃତ୍ତମାନେ ବାଇକ୍ ଡିକିରୁ ଟଙ୍କା ଭର୍ତ୍ତି ବ୍ୟାଗ ନେଇ ଫେରାର ହୋଇଯାଇଥିଲେ ବୋଲି ଅଭିଯୋଗ ହୋଇଛି।

ପିଇଓ ଓ ତାଙ୍କ ସହଯୋଗୀ ଆହତ ହୋଇଛନ୍ତି। ବଙ୍ଗୋମୁଣ୍ଡା ଡାକ୍ତରଖାନାରେ ସେମାନଙ୍କ ଚିକିତ୍ସା କରାଯାଇଛି। ଅନ୍ୟପକ୍ଷରେ ବଙ୍ଗୋମୁଣ୍ଡା ପୁଲିସ ଘଟଣାର ତଦନ୍ତ କରୁଛି।

କଣ୍ଟାବାଞ୍ଜିରୁ ଅନ୍ତିମ ପାଣିଗ୍ରାହୀଙ୍କ ରିପୋର୍ଟ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story