ବାଲେଶ୍ୱର: କେନ୍ଦ୍ରୀୟ ଫ୍ଲାଇଂ ସ୍କ୍ୱାର୍ଡ଼ ଓ ଜିଲ୍ଲା ଅବକାରୀ ବିଭାଗ ମିଳିତ ଭାବେ ବାଲେଶ୍ୱର ଜିଲ୍ଳା ଝାଡେଶ୍ୱରପୁର ଏବଂ ନାମ୍ପୋ ଗାଁରେ ଚଢ଼ାଉ କରି ୨୫ କିଲୋରୁ ଅଧିକ ଗଞ୍ଜେଇ, ୩ଶହ ଗ୍ରାମ ବ୍ରାଉନ୍ସୁଗର ଓ ୧୪ ବୋତଲ ପଶ୍ଚିମବଙ୍ଗ ରାଜ୍ୟର ମଦ ଜବତ କରିଛି।
ଏହି ଘଟଣାରେ ଝାଡେଶ୍ୱରପୁର ରେସବା ବିବି, ନସିମା ବିବି, ସେକ୍ କାଦର ଓ ନାମ୍ପୋ ଗ୍ରାମର ଅନିଲ ପରିଡ଼ାଙ୍କୁ ଗିରଫ କରିଛି।
ଫ୍ଲାଇଂ ସ୍କ୍ୱାର୍ଡ଼ ଇନ୍ସପେକ୍ଟର ଅମରେନ୍ଦ୍ର ଜେନା ଓ ଅବକାରୀ ବିଭାଗ ସବ୍ଇନ୍ସପେକ୍ଟର ଅଜୟ ବେହେରାଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।