ଛାତ୍ରଛାତ୍ରୀଙ୍କ ମେଧାବୃତ୍ତିରେ ବି ଭୂତ ହିତାଧିକାରୀ। ତାଲିକାରେ ନାଁ ପିଲାଙ୍କର, ହେଲେ ଆକାଉଣ୍ଟ କଲେଜର। ୪ ବର୍ଷରେ ୫୮ କୋଟିର ହେରଫେର୍। ଡିବିଟିରେ ଛାତ୍ରବୃତ୍ତିକୁ ନେଇ ସିଏଜିଙ୍କ ଦ୍ବାରା ହୋଇଥିବା ସ୍ବତନ୍ତ୍ର ଅଡିଟ୍ କହୁଛି, ଭୂତ ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି ୧୫ କୋଟି ୫୭ ଲକ୍ଷ ଟଙ୍କା। ଅଡିଟରୁ ଜଣାପଡିଛି ଭୂତ ହିତାଧିକାରୀଙ୍କ ତାଲିକା ଦେଇଥିଲେ କିଛି ନକଲି ଅନୁଷ୍ଠାନ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୪ଟି ମନ୍ଦିରରୁ ସିରିଜ ଚୋରି; ନେଇଗଲେ ଠାକୁରଙ୍କ ଅଳଙ୍କାର
ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସୁନା ଅଳଙ୍କାର ଲୁଟିନେଲେ ଚୋର।
Crime
ଜେଡ୍ ଇଷ୍ଟେଟ୍ ମାଲିକଙ୍କ ବୟାନ ପରେ ସତ ଖୋଲିଲା ଇଡି: ଜବତ ହୋଇଛି ୧.୩୯କୋଟି ଟଙ୍କା ସହ ବହୁ ଆପତ୍ତିଜନକ ଦସ୍ତାବିଜ
ଭୁବନେଶ୍ୱରର ଗାଡ଼କଣ ମୌଜାରେ ସାଧାରଣ ପ୍ରଶାସନ ବିଭାଗର ଏକ ମୂଲ୍ୟବାନ ସରକାରୀ ଜମି ଜାଲିଆତି ଅଭିଯୋଗ ମାମଲାର ଶୁଣାଣି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟ ମଧ୍ୟ ଶ୍ରୀ ମହାନ୍ତିଙ୍କ ଅଡ଼ୁଆ ବଢ଼ାଇଛି ।
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଦଲାଲଙ୍କ ଜରିଆରେ ଘୂରି ବୁଲୁଛି ବହୁ ବାଂଲାଦେଶୀ ଯୁବତୀଙ୍କ ଫଟୋ
କିଏ ଚାକିରି ଲୋଭ ତ ଆଉ କିଏ ଦଲାଲଙ୍କ ଜାଲରେ ପଡ଼ି ବେଆଇନ୍ ଭାବେ ସୀମା ପାର ହୋଇ ଆସିବା ପରେ ଏଠି ପାଲଟି ଯାଉଛନ୍ତି ବୃତ୍ତିଗତ ଦେହଜୀବୀ!