Advertisment

ନିଲମ୍ବିତ ହେବେ ୬ ବନ କର୍ମଚାରୀ

ବନ ବିଭାଗ ହେପାଜତରେ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ମାମଲାରେ ଆଠଗଡ଼ ବନ ବିଭାଗର ୬ଜଣ କର୍ମଚାରୀ ନିଲମ୍ବନ ହେବେ। ଆଜି ଏହି ସୂଚନା ଦେଇଛନ୍ତି ପିସିସିଏଫ୍ ଦେବୀଦତ୍ତ ବିଶ୍ୱାଳ। ସେ କହିଛନ୍ତି, ଗତକାଲି ବଡମ୍ବା ରେଞ୍ଜର ସୁବ୍ରତ ବେହେରା ସମେତ ୬ଜଣ ବନ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇ଼ଥିଲା। ବିଭାଗୀୟ ନିୟମ ଅନୁସାରେ ଗିରଫ ହେବାର ୪୮ ଘଣ୍ଟା ମଧ୍ୟରେ ନିଲମ୍ବନ କରାଯିବ।

Odisha Odisha Forest Dept
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe