ଶନି ମନ୍ଦିରରେ ଶୋରିଷ ତେଲ ରଖିବା ପାଇଁ ଏହି କଳସ ଦାନ କରି ଓଡିଶାବାସୀଙ୍କ ଖୁସି ବିଶେଷ କରି ଝାରସୁଗୁଡ଼ାବାସୀଙ୍କ ଖୁସି ପାଇଁ ପ୍ରାର୍ଥନା କରିଥିବା ନବ ତାଙ୍କ ପ୍ରତିକ୍ରିୟାରେ କହିଥିଲେ। କିନ୍ତୁ ଶନିଦେବଙ୍କୁ ବୋଧେ ନିଜ ପୂଜାରେ ସନ୍ତୁଷ୍ଟ କରିପାରିନଥିଲେ ମନ୍ତ୍ରୀ ନବ ଦାସ। ସୁନା ଦାନ ପରେ ବି ନବଙ୍କ ରିଷ୍ଟ ଖଣ୍ଡନ ହୋଇପାରିଲାଣି ବୋଲି ଏବେ ସାଧାରଣରେ ଚର୍ଚ୍ଚା ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।