Advertisment

ଏକ ତରଫା ପ୍ରେମରୁ ରକ୍ତପାତ

ଭାଉଜଙ୍କୁ ଏକ ତରଫା ପ୍ରେମ । ବିରୋଧ କରିବାରୁ ଭାଇକୁ ନିର୍ମମ ହତ୍ୟା ।

Advertisment

ଭାଉଜଙ୍କୁ ଏକ ତରଫା ପ୍ରେମ। ନିଜ ସ୍ତ୍ରୀ ନିକଟକୁ ଆସୁଥିବା ଅଶ୍ଳୀଳ ମେସେଜକୁ ବିରୋଧ କରିବାରୁ ହେଲା କଥା କଟାକଟି। ଆଉ ତା’ ପରେ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ନିର୍ମମ ଭାବେ ଭାଇର ଜୀବନ ନେଲା ଭାଇ। ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ମଝିହରା ମହଲା ସାହିରେ ଘଟିଛି ଏଭଳି ଏକ ହତ୍ୟାକାଣ୍ଡ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Murder Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe