Advertisment

ରଙ୍ଗ ବଦଳରେ ବୋହିଲା ରକ୍ତର ନଦୀ

ହୋଲିରେ ଗଡ଼ିଲା ମୁଣ୍ଡ। ପୂର୍ବ ଶତ୍ରୁତା ନେଲା ରକ୍ତାକ୍ତ ସଂଘର୍ଷର ରୂପ। ରଙ୍ଗ ବଦଳରେ ବୋହିଲା ରକ୍ତର ନଦୀ। ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଆହତ ହୋଇଛନ୍ତି। କଟକ ଜିଲ୍ଲା ଆଠଗଡ଼ରେ ଆଜି ଏହି ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ସୁରେନ୍ଦ୍ରପାଟଣା ମୁଣ୍ଡିଆସାହିର ଚିନ୍ତାମଣି ବେହେରା।

Murder Cuttack
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe