ଆସ୍କା: ବାଦଗଡରେ ଯୁବକଙ୍କୁ ହତ୍ୟା, ଜଣେ ଗିରଫ

ଆସ୍କା: ଗଞ୍ଜାମ ଜିଲ୍ଲା ବାଦଗଡରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କିଛି ବ୍ୟକ୍ତି ସିଲୁ ପ୍ରଧାନ ନାମକ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଫେରାର ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ ପାଇଁ ଉଦ୍ୟମ ଜାରି ରଖିଛି। ପୂର୍ବରୁ ୨୦୧୨ ମସିହାରେ ଏହି ବାଦଗଡରେ କ୍ରସର ପୋଡି ୮ଜଣଙ୍କୁ ହତ୍ୟା ମାମଲା ସାରା ରାଜ୍ୟରେ ଚାଞ୍ଚଲ୍ୟ […]

aska murder

aska murder

Rakesh Mallick
  • Published: Tuesday, 27 October 2015
  • Updated: 27 October 2015, 12:25 PM IST

Sports

Latest News

ଆସ୍କା: ଗଞ୍ଜାମ ଜିଲ୍ଲା ବାଦଗଡରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କିଛି ବ୍ୟକ୍ତି ସିଲୁ ପ୍ରଧାନ ନାମକ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଫେରାର ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ ପାଇଁ ଉଦ୍ୟମ ଜାରି ରଖିଛି।

ପୂର୍ବରୁ ୨୦୧୨ ମସିହାରେ ଏହି ବାଦଗଡରେ କ୍ରସର ପୋଡି ୮ଜଣଙ୍କୁ ହତ୍ୟା ମାମଲା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story