ସିମବକ୍ସ ଗ୍ୟାଙ୍ଗ ଉପରୁ ହଟୁଛି ପରଦା । ପଦାକୁ ଆସୁଛି ରହସ୍ୟମୟ ଟେଲିଫୋନିକ୍ ନେଟୱର୍କ ଡିଭାଇସ୍ ବ୍ୟବହାରକାରୀଙ୍କ ଅସଲ ଚେହେରା । ଗୋଟିଏ ପରେ ଗୋଟିଏ ଜାଗାକୁ ଯାଇ ଖୁଲାସା କରୁଛି କମିଶନରେଟ୍ ପୁଲିସ। ଗତ ଦୁଇ ଦିନ ଧରି ଆପଣ ଦେଖୁଥିଲେ ଭୁବନେଶ୍ବର କେଶୁରାର କାହାଣୀ। ହେଲେ ଚେର କିନ୍ତୁ ଲମ୍ବିଛି କଟକ ଯାଏଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Crime
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ, ଲାଇସେନ୍ସ ରଦ୍ଦ
ଥ୍ରିସୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିନଥିଲେ କାର ଚାଳକ। ସୋଶାଲ ମିଡିଆରେ ଭାଇରାଲ ହେଉଛି ଭିଡିଓ।
Crime
ହଣାହଣି ହେଲେ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟ; ଉଭୟ ମେଡ଼ିକାଲ୍ରେ
ଇଟାମାଟି ଥାନା ଶରଧାପୁର ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚଙ୍କ ସ୍ୱାମୀ ହେଉଛନ୍ତି ସନ୍ତୋଷ କୁମାର ମୁଦୁଲି। ସେହି ପଞ୍ଚାୟତର ସମିତି ସଭ୍ୟ ସୁଜିତ କୁମାର ପ୍ରଧାନ ହେଉଛନ୍ତି ବିଜେପି ସମର୍ଥିତ। ଉଭୟଙ୍କ ଘର ପାଖାପାଖି।
Crime
ମୁହଁ ଖୋଲିଲେ ଚର୍ଚ୍ଚିତ ବାବାଙ୍କ ବାପା: କହିଲେ- ମୋ ପୁଅ ଠାକୁର ନୁହେଁ
ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା।