ରାଜ୍ୟରେ ବଡ଼ଧରଣର ଆଇଟି ରେଡ୍। ଆୟକର ଫାଙ୍କି ଅଭିଯୋଗରେ ବୌଦ୍ଧ ଡିଷ୍ଟିଲେରି ପ୍ରାଇଭେଟ୍ ଲିମିଟେଡ୍ ଉପରେ ଆଇଟି ରେଡ୍ ହୋଇଛି। ଓଡ଼ିଶାର ଖୋର୍ଦ୍ଧା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗିରର ଟିଟିଲାଗଡ ଓ ରାୟଗଡ଼ାରେ ରେଡ୍ କରାଯାଇଛି। ସେହିଭଳି କୋଲକତା ସମେତ ରାଞ୍ଚିର ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ୨୯ ଡିସେମ୍ବର ୨୦୦୮ରେ କୋଲକତାରେ ପଞ୍ଜିକୃତ ହୋଇଥିବା ଏହି କମ୍ପାନୀର ଓଡ଼ିଶାର ବିଭିନ୍ନ ଶାଖାରେ ବହୁ ବିଜନେସ୍ ରହିଛି। ଏହା ମୁଖ୍ୟତଃ ଏକ ମଦ ତିଆରି କାରଖାନା ବୋଲି ଜଣାଯାଇଛି। ଆୟଙ୍କର ଫାଙ୍କି ଅଭିଯୋଗରେ ଆଜି ସକାଳୁ ଏହି ଚଢ଼ାଉ ଆରମ୍ଭ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।