ଅଦ୍ୟତନ ହୋଇଛି
BDPL କଂପାନୀ ଉପରେ IT ରେଡ୍ | Odisha Reporter
Advertisment
ରାଜ୍ୟରେ ବଡ଼ଧରଣର ଆଇଟି ରେଡ୍। ଆୟକର ଫାଙ୍କି ଅଭିଯୋଗରେ ବୌଦ୍ଧ ଡିଷ୍ଟିଲେରି ପ୍ରାଇଭେଟ୍ ଲିମିଟେଡ୍ ଉପରେ ଆଇଟି ରେଡ୍ ହୋଇଛି। ଓଡ଼ିଶାର ଖୋର୍ଦ୍ଧା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗିରର ଟିଟିଲାଗଡ ଓ ରାୟଗଡ଼ାରେ ରେଡ୍ କରାଯାଇଛି। ସେହିଭଳି କୋଲକତା ସମେତ ରାଞ୍ଚିର ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ୨୯ ଡିସେମ୍ବର ୨୦୦୮ରେ କୋଲକତାରେ ପଞ୍ଜିକୃତ ହୋଇଥିବା ଏହି କମ୍ପାନୀର ଓଡ଼ିଶାର ବିଭିନ୍ନ ଶାଖାରେ ବହୁ ବିଜନେସ୍ ରହିଛି। ଏହା ମୁଖ୍ୟତଃ ଏକ ମଦ ତିଆରି କାରଖାନା ବୋଲି ଜଣାଯାଇଛି। ଆୟଙ୍କର ଫାଙ୍କି ଅଭିଯୋଗରେ ଆଜି ସକାଳୁ ଏହି ଚଢ଼ାଉ ଆରମ୍ଭ କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us