Advertisment

ଲେବର ରୁମରେ ପୁଅ, କୋଳକୁ ଆସିଲା ଝିଅ !

ଛୁଆର DNA ଟେଷ୍ଟ ପାଇଁ ଦାବି କରିଛନ୍ତି। ଛୁଆର DNA ଟେଷ୍ଟ ରିପୋର୍ଟ ନ ଆସିବା ଯାଏ ଛୁଆକୁ ନେବେ ନାହିଁ ବୋଲି ପ୍ରାଣକୃଷ୍ଣ କହିଛନ୍ତି।

author-image
Manoj Swain

ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ହୋଇଥିବା ଅଭିଯୋଗ ହୋଇଛି। ପ୍ରଥମେ ପୁଅ ଜନ୍ମ ହୋଇଛି କହି ପରେ ଝିଅ ଦେଇଥିବା ସାଂଘାତିକ ଅଭିଯୋଗ ଆଣିଛନ୍ତି ରାଜକନିକା ଅଞ୍ଚଳର ପ୍ରାଣକୃଷ୍ଣ ବିଶ୍ୱାଳ। ଏନେଇ ପ୍ରାଣକୃଷ୍ଣ କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରିବା ସହ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି। ଏହାସହ ଛୁଆର DNAଟେଷ୍ଟ ପାଇଁ ଦାବି କରିଛନ୍ତି। ଛୁଆର DNA ଟେଷ୍ଟ ରିପୋର୍ଟ ନ ଆସିବା ଯାଏ ଛୁଆକୁ ନେବେ ନାହିଁ ବୋଲି ପ୍ରାଣକୃଷ୍ଣ କହିଛନ୍ତି।

Advertisment
Odisha Bhubaneswar