ମନରେଗା ଯୋଜନାରେ ମହାଦୁର୍ନୀତି ଅଭିଯୋଗ । ଆଉ ଏହାର ପ୍ରମାଣ ହେଉଛି ଏହି ଡକ୍ୟୁମେଣ୍ଟ । ଆଇ.ଡି ଟି ହେଉଛି, ଖପ୍ରାଖୋଲ ବ୍ଳକ ଦମେଇପାଲି ଗ୍ରାମ ପଂଚାୟତ ଅର୍ନ୍ତଗତ କେଛୋବାହାଲ ଗାଁର ହଳଧର ଭୋଇଙ୍କର । ମନରେଗା ପୋର୍ଟାଲ କହୁଛି, ୨୦୨୦ ମସିହାରୁ ୨୦୨୩ ମସିହା ପର୍ଯ୍ୟନ୍ତ ଗାଁରେ ହୋଇଥିବା ବିଭିନ୍ନ ମନରେଗା କାମରେ ହଳଧର ନିୟୋଜିତ ହୋଇଥିଲେ । ତାଙ୍କ ନାଁରେ ଉଠିଛି ହଜାର ହଜାର ଟଙ୍କା । କିନ୍ତୁ ସତ୍ୟତା ହେଉଛି ହଳଧର କେବେ ମନରେଗାରେ କାମ କରିନାହାନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।