ମାଆ ମୁଁ ଯଦି ପୁଅ ହେଇଥାନ୍ତି... | Rescue Operation New Born Baby Fallen Into Borewell | Odisha Reporter
Advertisment
ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲାରିପାଲି ଜଙ୍ଗଲରେ ଏକ ପରିତ୍ୟକ୍ତ ବୋରୱେଲ ମଧ୍ୟରେ କେହି ଫିଙ୍ଗି ଦେଇଥିବା ନବଜାତ ଶିଶୁକୁ ଜୀବିତ ଅବସ୍ଥାରେ ମଙ୍ଗଳବାର ଦିନ ଉଦ୍ଧାର କରାଯାଇଛି। ଛୁଆଟି ବୋରୱେଲରେ ପଡ଼ିଥିବା ଜଣାପଡ଼ିବାର ସାଢ଼େ ୬ ଘଣ୍ଟା ପରେ ତାକୁ ଉଦ୍ଧାର କରାଯାଇଛି। ଉଦ୍ଧାର ହେବା ପରେ ଛୁଆଟିକୁ ଏବେ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us