ଆନନ୍ଦପୁର: ବାଉଁଶଗଡରେ ସୋମବାର ଚୋରା ମଦ ବିକ୍ରିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିବାରୁ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ହେବାରୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏହାକୁ ନେଇ ବାଉଁଶଗଡ ଗାଁରେ ଉତ୍ତେଜନା ଲାଗି ରହିଛି। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଗାଁରେ ଫୋର୍ସ ମୁତୟନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସାମ୍ୱାଦିକଙ୍କୁ ମାଡ଼ ମାରି ଜେଲ୍ ଗଲେ ମାତାଲ ଏସ୍ଡିଓ ଓ ଯନ୍ତ୍ରୀ
ସାମ୍ବାଦିକଙ୍କୁ ଦେଖୁ ଦେଖୁ ମାତାଲ ଅବସ୍ଥାରେ ଥିବା ଏସ୍ଡିଓ ଜଗନ୍ନାତ ପତି ତାତି ଯାଇଥିଲେ। ଅତି ଅଭଦ୍ର ଭାଷାରେ ଗାଳି ଦେଇଥିଲେ। ତା’ପରେ ସେ ଓଟିଭି ପ୍ରତିନିଧି ଅବିନାଶ ନନ୍ଦଙ୍କୁ ଆକ୍ରମଣ କରିଥିଲେ। ପରେ ଆଉ ଜଣେ ସାମ୍ବାଦିକ ସଂଜୟ ବେହେରାଙ୍କ ତଣ୍ଟିଚିପି ହତ୍ୟା କରିବାକୁ ଉଦ୍ୟମ କରିଥିଲେ।
International
ଖଲିସ୍ତାନୀ ଆତଙ୍କବାଦୀ ନିଜ୍ଜାର ହତ୍ୟା ମାମଲା: ୪ ଭାରତୀୟ ଅଭିଯୁକ୍ତଙ୍କୁ ମିଳିଲା ଜାମିନ
ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ନିଜ୍ଜାରକୁ ଜୁନ୍ ୨୦୨୩ରେ ବ୍ରିଟିଶ କଲମ୍ବିଆର ସରେରେ ହତ୍ୟା କରାଯାଇଥିଲା। ଭାରତ ସରକାର ଏହି ହତ୍ୟାକାଣ୍ଡରେ ସଂପୃକ୍ତ ଥିବା ଅଭିଯୋଗ କରିଥିଲେ କାନାଡା ସରକାର।
Crime
ବ୍ୟାଙ୍କରୁ ଫେରୁଥିଲେ ଅବସରପ୍ରାପ୍ତ ପୁଲିସ କର୍ମଚାରୀ, ୫ ଲକ୍ଷ ଟଙ୍କା ଝାମ୍ପି ନେଲେ ଦୁଇ ଲୁଟେରା
ସୁଶୀଲ ମାଝୀଙ୍କ ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରି ତଦନ୍ତ କରୁଛି।
Crime
Z1ରେ ରହିଛି ହଂସିକାଙ୍କ ୩ଟି ଫ୍ଲାଟ୍; IT ଓ ପୁଲିସ୍ ଚଢ଼ଉ
ଠକେଇ ରାଣୀ ହଂସିକା ଅଭିଲିପ୍ସା ଓ ତାଙ୍କ ସ୍ୱାମୀ ଅନୀଲ ମହାନ୍ତିଙ୍କ ପେଡି ଖୋଲିବା ପାଇଁ ଉଭୟଙ୍କୁ ରିମାଣ୍ଡରେ ଆଣିଥିଲା ଆୟକର ବିଭାଗ(IT) ଓ କମିସନରେଟ୍ ପୁଲିସ୍।। କୋର୍ଟଙ୍କ ଅନୁମତି ପରେ ଉଭୟଙ୍କୁ ଜେରା ପାଇଁ ଆଣିଥିଲେ।
Crime
ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିବାଦ କରିବାରୁ ଛୁରା ମାଡ଼
ନାବାଳିକାଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।