ଆନନ୍ଦପୁର: ନନ୍ଦିପଦା ଥାନା ଛେନାପଦି ଛକଠାରେ ହାଟଡିହି ବ୍ଲକର ଉପାଧ୍ୟକ୍ଷ ପ୍ରଶାନ୍ତ ରାଉତ ଏବଂ ସାମ୍ୱାଦିକ ଅମୀୟ ବରାଳଙ୍କ ମଧ୍ୟରେ ଆଜି କୌଣସି କାରଣକୁ ନେଇ ସଂଘର୍ଷର ହୋଇଥିଲା। ସେହି ସଂଘର୍ଷରେ ଉଭୟ ଗୁରୁତର ଆହତ ହୋଇଛନ୍ତି। ଅମୀୟ ବରାଳଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଚିକିତ୍ସିତ ହୋଇ ଘରକୁ ଫେରିଥିବା ବେଳେ ବ୍ଲକ୍ ଉପାଧ୍ୟକ୍ଷ ପ୍ରଶାନ୍ତ ରାଉତଙ୍କୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣାକୁ ନେଇ ଛେନାପଦି ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଆନନ୍ଦପୁର ଏସଡିପିଓ ସ୍ଥିତି ଉପରେ ନଜର ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।
Crime
ନକ୍ସଲ ନା ଗାଁ ମୁଖିଆ? ମାଲକାନଗିରି ଏନକାଉଣ୍ଟରରେ ଟଳିଥିବା ବ୍ୟକ୍ତିଙ୍କୁ ନେଇ ସସ୍ପେନ୍ସ
ଏନକାଉଣ୍ଟର ପରେ ପୁଲିସ ଯାହାକୁ ହାଡକୋର ନକ୍ସଲ ବୋଲି ଦର୍ଶାଇଥିଲା ତାଙ୍କୁ ଗାଁ ମୁଖିଆ ବୋଲି କହିଛନ୍ତି ସ୍ଥାନୀୟ ଲୋକ । ଫଳରେ ଏହି ମାମଲାରେ ଆସିଛି ନୂଆ ଟ୍ୱିଷ୍ଟ।
Crime
ଘରୋଇ କଳିର କରୁଣ ପରିଣତି; ବିଷ ପିଇଦେଲେ ୨ ଭଉଣୀ
ନଳିନୀଙ୍କ ମୃତ୍ୟୁ ପରେ ତାଙ୍କର ୨ବର୍ଷର ଶିଶୁଟି ନିଜ ମା’କୁ ଖୋଜି ହେଉଛି।