ଅନୁଗୋଳ: ଅନୁଗୋଳ ଜିଲ୍ଲା କିଆକଟା ସର୍କଲର ଆରଆଇ ଶୁଭଶ୍ରୀ ପ୍ରିୟଦର୍ଶୀନି ୪୫୦୦ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜଲାନ୍ସ ଜାଲରେ ଧରାପଡିଛନ୍ତି। ରେଢାଖୋଲ ଥାନା ଅନ୍ତର୍ଗତ କଦଳୀଗଡ଼ ଗାଁର ପିଙ୍କୁ ରଞ୍ଜନ ବେହେରାଙ୍କ ଦୁଇଟି ମ୍ୟୁଟେସନ କେସର ଭେରିଫିକେସନ ରିପୋର୍ଟ ଦେବାପାଇଁ ଶୁଭଶ୍ରୀ ଏହି ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ପିଙ୍କୁରଞ୍ଜନ ଭିଜଲାନ୍ସ ବିଭାଗକୁ ଅବଗତ କରାଇବା ପରେ ଅନୁଗୋଳ ଭିଜଲାନ୍ସ ବିଭାଗ ଓ କଟକ ଡିଭିଜନର ଏକ ସ୍ୱତନ୍ତ୍ର ଟିମ ପହଞ୍ଚି ଲାଞ୍ଚ ନେଉଥିବା ବେଳେ ଶୁଭଶ୍ରୀକୁ ଧରିଥିଲେ। ପରେ ଭିଜଲାନ୍ସ ବିଭାଗ ତରଫରୁ ତାଙ୍କ ସରକାରୀ କ୍ୱାର୍ଟରରେ ଚଢାଉ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
Crime
ସରୋଜଙ୍କ ପରେ ହଂସିକାଙ୍କ ଆଉ ଜଣେ ସ୍ୱାମୀଙ୍କ ଘରେ IT
ମନୋଜଙ୍କ ଘରୁ ମିଳିଥିବା ଆର୍ଥିକ କାରବାର ସମ୍ପର୍କିତ କାଗଜପତ୍ର ଧରି ବାଲିଗୁଡା ଷ୍ଟେଟ ବ୍ୟାଙ୍କ ଯାଇଥିଲେ ଆୟକର ବିଭାଗ ଟିମ୍। ସେଠାରେ ମଧ୍ୟ ତନାଘନା କରିଥିଲେ। ଗୋଟିଏ ଟିମ୍ ମନୋଜଙ୍କ ଘରେ ଖାନତଲାସୀ କରୁଥିବା ବେଳେ ଆଉ ଗୋଟିଏ ଟିମ୍ ବ୍ୟାଙ୍କରେ ଖୋଳତାଡ଼ କରିଥିଲା।
Crime
ନକ୍ସଲ ଖଞ୍ଜିଥିଲେ IED ବୋମା, ଅଳ୍ପକେ ବର୍ତ୍ତିଲେ ଯବାନ
ନକ୍ସଲଙ୍କ ଗତିବିଧି ଥିବା ଜାଣିପାରି CRPF ଓ SOG ଯବାନ ମିଳିତ ଭାବେ ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପେରସନ କରୁଥିଲେ। ଜଙ୍ଗଲରେ ସର୍ଚ୍ଚ ଅପରେସନ୍ କରୁଥିବା ବେଳେ ଦୁଇଟି IED ବୋମା ଓ ନକ୍ସଲ କ୍ୟାମ୍ପ ଠାବ ହୋଇଥିଲା।