Advertisment

ଟିଫିନ ବୋମା ଖଞ୍ଜିଥିଲେ ନକ୍ସଲ; ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି ଜିଲ୍ଲାର ଭେଜେଙ୍ଗୱାଡା ଜଙ୍ଗଲରେ ନକ୍ସଲମାନେ ଗଛ ମୂଳରେ ଟିଫିନ ବୋମା ଖଞ୍ଜିଥିଲେ।

ଅଦ୍ୟତନ ହୋଇଛି
Bomb defuse

Bomb defuse

Advertisment

ବିଏସଏଫ୍ ଯବାନଙ୍କୁ ମିଳିଛି ସଫଳତା। ଫୁଟିବା ପୂର୍ବରୁ ଗଛ ମୂଳରେ ଖଞ୍ଜା ଯାଇଥିବା ଟିଫିନ ବୋମାକୁ ନିଷ୍କ୍ରିୟ କରିଛନ୍ତି ବିଏସଏଫ ଯବାନ। ଏପରି ଘଟଣା ଘଟିଛି  ମାଲକାନଗିରି ଜିଲ୍ଲାରେ।

Advertisment

 ଜିଲ୍ଲାର ଭେଜେଙ୍ଗୱାଡା ଜଙ୍ଗଲରେ ନକ୍ସଲମାନେ ଗଛ ମୂଳରେ ଟିଫିନ ବୋମା ଖଞ୍ଜିଥିଲେ। ଗତକାଲି ବିଏସଏଫ୍ ଯବାନମାନେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଥିଲେ। ଏହି ସମୟରେ ଟିଫିନ ବୋମା ସହ ଡିଟୋନେଟର ଓ ବିଦ୍ୟୁତ୍ ତାର ଉଦ୍ଧାର କରିଥିଲେ। ପରେ ସୁରକ୍ଷାକର୍ମୀନେ ତାକୁ ନିଷ୍କ୍ରିୟ କରିଦେଇଥିଲେ।

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ନକ୍ସଲମାନେ ଏହି ବୋମା ଖଞ୍ଜିଥିବା ସନ୍ଦେହ କରାଯାଉଛି। ବିଏସଏଫ୍ ଯବାନଙ୍କ ସତର୍କତା ଯୋଗୁ ଏକ ବଡ଼ ଅଘଟଣ
ଟଳିଯାଇଛି। 

Advertisment
Malkangiri Naxal
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe