କିଏ ପ୍ଲଟ ତ ଆଉ କିଏ ଫ୍ଲାଟ। ଆଉ କାହାର ଖାଲି ଜମି। ଆଉ କାହାର ବାହାରିଲାଣି କିଲେ ସୁନା। ହେଲେ ଏହି ମ୍ୟାଡାମଙ୍କ ପସନ୍ଦଟା ମାନିବାକୁ ପଡ଼ିବ। ବିଲ ପାସ୍ ପାଇଁ ଟଙ୍କା ସାଙ୍ଗକୁ ଦରକାର ହେଉଥିଲା ଦେଶୀ ଆଇଁଷ। ଭିଜିଲାନ୍ସ ଜାଲରେ ପଡ଼ିଥିବା ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତି ଠିକାଦାରଙ୍କୁ ମାଗୁଥିଲେ ବାଳକାଟି ମଟନ୍, ପାରାଦୀପ ଇଲିସି, ଦୟା ନଦୀର ଛଟା ଚିଙ୍ଗୁଡ଼ି । ସେପଟେ ଲାଞ୍ଚ ନେବା ଘଟଣାରେ ନିବେଦିତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।