ଭୁବନେଶ୍ୱର: ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ୍ ଠକେଇ ମାମଲାରେ ମଡେଲ୍ ପ୍ରୀତି ଭାଟିଆଙ୍କ ଭଉଣୀ ଇନ୍ଦୁ ଦିୱାନଙ୍କୁ ଗତକାଲି ସୁପ୍ରିମ୍କୋର୍ଟରୁ ମିଳିଛି ଅନ୍ତରୀଣ ଜାମିନ୍। ଭୁବନେଶ୍ୱରର ଝାରପଡ଼ା ଜେଲ୍ରେ ଥିବା ପ୍ରୀତିଙ୍କୁ ସିବିଆଇ କୋର୍ଟରେ ୮୨ ଲକ୍ଷ ୩୦ ହଜାର ଟଙ୍କା ଜମା କରି ଜାମିନ୍ରେ ଯିବାକୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି।
ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ୍ ଠକେଇ ମାମଲାରେ ସିବିଆଇ ଉଭୟ ପ୍ରୀତି ଭାଟିଆ ଓ ଇନ୍ଦୁ ଦିୱାନଙ୍କୁ ଗିରଫ କରିଥିଲା। ପୂର୍ବରୁ ପ୍ରୀତି ଭାଟିଆଙ୍କୁ ସୁପ୍ରିମ୍କୋର୍ଟରୁ ଜାମିନ୍ ମିଳିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।