ଆସିକା: ସ୍ୱାମୀ ପରିତ୍ୟକ୍ତା ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

ଆସିକା: ଗଞ୍ଜାମ ଜିଲ୍ଲା ଆସିକା ଅଞ୍ଚଳର ଜଣେ ସ୍ୱାମୀ ପରିତ୍ୟକ୍ତା ମହିଳାଙ୍କୁ ଦୁଷ୍କର୍ମ  କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା ମହିଳା ଜଣକ ବ୍ରହ୍ମପୁର ରେଳ ଷ୍ଟେସନରେ ଆତ୍ମହତ୍ୟା ଉଦ୍ୟମ କରିବା ସମୟରେ ଯାତ୍ରୀମାନେ ତାଙ୍କୁ ଉଦ୍ଧାର କରିଥିଲେ। ଏହାପରେ ଘଟଣା ଜଣାପଡ଼ିଥିଲା। ଏନେଇ ଆସିକା ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ନ୍ୟାୟ ପାଇଁ ଏକ ମହିଳା ସଂଗଠନର ସହାୟତା ନେଇଛନ୍ତି।

mahila

Rakesh Mallick
  • Published: Sunday, 03 January 2016
  • , Updated: 03 January 2016, 02:39 AM IST

Related story