କଟକ: ଓଡିଶା କ୍ରିକେଟ ଆସୋସିଏସନ୍ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଘରେ ବୋମାମାଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଶେଖ୍ ସୁନୀଲକୁ ପୋଲିସ ହାଇଦ୍ରାବାଦରୁ ଗିରଫ କରିଛି। ତାକୁ ଟ୍ରାଞ୍ଜିଟ୍ ରିମାଣ୍ଡରେ ହାଇଦ୍ରାବାଦରୁ ଭୁବନେଶ୍ୱର ଅଣାଯାଉଛି ବୋଲି ପୋଲିସ କମିଶନର ସୂଚନା ଦେଇଛନ୍ତି। ଆଶୀର୍ବାଦଙ୍କ ଘରକୁ ବୋମା ଫିଙ୍ଗିଥିବା ୩ ଜଣଙ୍କ ମଧ୍ୟରେ ଶେଖ୍ ସୁନୀଲ ଅନ୍ୟଜଣେ ଅଭିଯୁକ୍ତ ଥିଲେ। ପୂର୍ବରୁ ଏହି ଘଟଣାରେ ପୋଲିସ ୫ ଜଣଙ୍କୁ ଗିରଫ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଓଡ଼ିଶା-ଛତିଶଗଡ଼ ସୀମାରେ ନକ୍ସଲ କ୍ୟାମ୍ପ୍ ଠାବ; ବିପୁଳ ନକ୍ସଲ ସାମଗ୍ରୀ ଜବତ
ନକ୍ସଲ କ୍ୟାମ୍ପରୁ ବନ୍ଧୁକ ସମେତ ଅନ୍ୟ ନକ୍ସଲ ସାମଗ୍ରୀ ଜବତ ହୋଇଛି।
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।
Crime
କୋଟିପତି ଯୋଗାଣ ଅଧିକାରୀ ଗିରଫ
ବ୍ୟାଙ୍କରେ ସୁରେଶ କୁମାର ପାଣିଗ୍ରାହୀଙ୍କର କେବଳ ୧.୭୨ କୋଟି ଟଙ୍କାର ଜମା ରହିଛି।
Crime
ନାବାଳକ ଛାତ୍ର ସହ ସେକ୍ସ କରିଥିଲେ ଶିକ୍ଷୟିତ୍ରୀ, ମିଳିଲା ୩୦ ବର୍ଷ ଜେଲ୍
ଅଷ୍ଟମ ଶ୍ରେଣୀ ଛାତ୍ରକୁ ମଦ, ଗଞ୍ଜେଇ ଭଳି ନିଶାଦ୍ରବ୍ୟ ଦେଇ ତା' ସହ ବାରମ୍ବାର ଶାରିରୀକ ସମ୍ପର୍କ ରଖିଥିଲେ ଶିକ୍ଷୟିତ୍ରୀ। ଅଭିଯୋଗ ପରେ କରିଥିଲେ ଆତ୍ମସମର୍ପଣ।
Crime
ଡିଜିଟାଲ ଆରେଷ୍ଟର ଧମକ; ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟ୍
ଅହମ୍ମଦାବାଦର ଜଣେ ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା।