ଅବସରପ୍ରାପ୍ତ ମୃତ୍ତିକା ସଂରକ୍ଷଣ ଅଧିକାରୀ (ଏସ୍ସିଓ) ଦାଶରଥୀ ତ୍ରିପାଠୀଙ୍କ ୧ କୋଟି ୭ ଲକ୍ଷ ୬୬ ହଜାର ୪୩୦ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି କରିବା ପାଇଁ ଭୁବନେଶ୍ୱରର ସ୍ପେଶାଲ କୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି।
Also Read
ମାଲକାନଗିରିର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ (ଅବସରପ୍ରାପ୍ତ) ଦାଶରଥୀ ତ୍ରିପାଠୀଙ୍କ ବିରୋଧରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ ଆସିଥିଲା। ଏହି ମାମଲାରେ ଭିଜିଲାନ୍ସ ପକ୍ଷରୁ ତାଙ୍କ ନାଁରେ ଚର୍ଜଶିଟ୍ ଦାଖଲ କରାଯାଇଥିଲା। ଏହି ମାମଲାରେ ୨୪.୦୭ ୨୦୧୯ରେ ଭୁବନେଶ୍ୱର ସ୍ପେଶାଲ କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ଦାଶରଥୀ ତ୍ରିପାଠୀ।
ଏହା ପୂର୍ବରୁ ମେ’୧୮ ତାରିଖରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ମାଳଗାଁ ୟୁପି ସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ (ଅବସରପ୍ରାପ୍ତ) ପ୍ରକାଶଚନ୍ଦ୍ର ପଟ୍ଟନାୟକଙ୍କୁ ଏକ କୋର୍ଟ ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ କରିବା ସହିତ ୨ ବର୍ଷ ଜେଲ୍ ଦଣ୍ଡାଦେଶ ଓ ୫୦ ହଜାର ଟଙ୍କା ଜୋରିମାନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଣାହଣି ହେଲେ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟ; ଉଭୟ ମେଡ଼ିକାଲ୍ରେ
ଇଟାମାଟି ଥାନା ଶରଧାପୁର ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚଙ୍କ ସ୍ୱାମୀ ହେଉଛନ୍ତି ସନ୍ତୋଷ କୁମାର ମୁଦୁଲି। ସେହି ପଞ୍ଚାୟତର ସମିତି ସଭ୍ୟ ସୁଜିତ କୁମାର ପ୍ରଧାନ ହେଉଛନ୍ତି ବିଜେପି ସମର୍ଥିତ। ଉଭୟଙ୍କ ଘର ପାଖାପାଖି।
Crime
ମୁହଁ ଖୋଲିଲେ ଚର୍ଚ୍ଚିତ ବାବାଙ୍କ ବାପା: କହିଲେ- ମୋ ପୁଅ ଠାକୁର ନୁହେଁ
ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା।
Crime
ରାଜଧାନୀରେ ପରିଚୟ ଖୋଜୁଛି ମୃତଦେହ
ଭୁବନେଶ୍ୱର ସତ୍ୟନଗର- ବାଣୀବିହାର ମଧ୍ୟରେ ରେଳ ଧାରଣା କଡ଼ରେ ଏକ ଖଣ୍ଡ ବିଖଣ୍ଡିତ ମୃତଦେହ ପଡ଼ିଥିଲା। ସ୍ଥାନୀୟ ଲୋକେ ମୃତଦେହ ଦେଖି ଜିଆର୍ପିକୁ ଖବର ଦେଇଥିଲେ।
Crime
ଜଳନ୍ତା କାରରୁ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର
ଏକ ଦୁର୍ଗମ ଅଞ୍ଚଳରେ କାର୍ ଜଳୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକ।
Crime
ମଦ ଦେବାକୁ ମନା କରିବାରୁ ମାଡ଼; ବାର୍ କର୍ମଚାରୀ ଗୁରୁତର
ବାର୍ ବନ୍ଦ ହେଉଥିବାରୁ ମଦ ଦେବାକୁ ମନା କଲେ କର୍ମଚାରୀ। ଏଥିରେ ଉତ୍ତ୍ୟକ୍ତ ହୋଇ ସଂଘବଦ୍ଧ ଭାବେ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ ୪ ଯୁବକ ।