ଭୁବନେଶ୍ୱର: ଆସ୍ଥା ଚିଟ୍ଫଣ୍ଡ ଠକେଇ ମାମଲାରେ ଜେଲରେ ଥିବା ଓଡ଼ିଶା ମୁଖ୍ୟ ଶୁଭ୍ରାଂଶୁ ଲେଙ୍କାଙ୍କ ଭାଇ ଚନ୍ଦ୍ରଶେଖର ଲେଙ୍କାଙ୍କୁ ମଙ୍ଗଳାବର ସିବିଆଇ ଜେରା କରିଛି। ପ୍ରାୟ ୧ ଘଣ୍ଟା ସିବିଆଇ ତାଙ୍କୁ ଜେରା କରିଥିଲା।
ସିବିଆଇ କାର୍ଯ୍ୟାଳୟରୁ ବାହାରିବା ପରେ ଚନ୍ଦ୍ରଶେଖର କହିଛନ୍ତି, “ଆସ୍ଥା ଚିଟ୍ଫଣ୍ଡ ସମ୍ପର୍କିତ ଓ ଭାଇ ଶୁଭ୍ରାଂଶୁଙ୍କ ସହ ଆର୍ଥିକ କାରବାର ସମ୍ପର୍କିତ ପ୍ରଶ୍ନ ପଚରାଯାଇଥିଲା। ଯାହା ଜାଣିଥିଲି ସବୁ କହିଛି।” ଚନ୍ଦ୍ରଶେଖର ଆଜି ପ୍ରଥମ ଥର ସିବିଆଇ ଜେରାର ସମ୍ମୁଖୀନ ହୋଇଛନ୍ତି। ଆସ୍ଥା ଚିଟ୍ଫଣ୍ଡ ସଂସ୍ଥା ଓଡ଼ିଶାରୁ ୧୦୦ କୋଟିରୁ ଅଧିକ ଟଙ୍କା ଠକି ନେଇଥିବା ଅଭିଯୋଗ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।