murder
Advertisment
କଟକ: ଅସ୍ତରଙ୍ଗ ଦିନଡିଆଁ ହତ୍ୟା ମାମଲାରେ ଆଜି ୨ ମୁଖ୍ୟ ଅଭିଯୁକ୍ତଙ୍କୁ ପୁଣି ଥରେ ନିମାପଡ଼ା ଜେଏମଏଫସି କୋର୍ଟରେ ହାଜର କରାଯିବ। ଆଜି ସେମାନଙ୍କ ରିମାଣ୍ଡ ଅବଧି ଶେଷ ହେଉଥିବାରୁ ପୁଣି ଥରେ ରିମାଣ୍ଡ ଆବେଦନ କରିବ କ୍ରାଇମବ୍ରାଞ୍ଚ। ଆଉ ୬ ଦିନ ରିମାଣ୍ଡ ଲାଗି ଆବେଦନ କରିବ ବୋଲି କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ଏହି ଦୁଇ ଅଭିଯୁକ୍ତଙ୍କୁ ନିମାପଡା ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ହାଜର କରିଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2015/10/q.jpg)