ଭୁବନେଶ୍ୱର: ଆସ୍ଥା ଚିଟ୍ଫଣ୍ଡ ଠକେଇ ମାମଲାରେ ସୋମବାର ସିବିଆଇ ପକ୍ଷରୁ ପ୍ରାଥମିକ ଚାର୍ଜସିଟ୍ ଦାଖଲ କରାଯାଇଛି। ୬୬ କୋଟିରୁ ଅଧିକ ଟଙ୍କାର ଠକେଇ ନେଇ ଏହି ଚାର୍ଜସିଟ୍ରେ ଉଲ୍ଲେଖ ରହିଛି। ସଂସ୍ଥାର ଓଡ଼ିଶା ହେଡ୍ ଶୁଭ୍ରାଂଶୁ ଲେଙ୍କା, ସନ୍ତୋଷ କିଶନ ସପ୍କଲେ, ଚନ୍ଦ୍ର ଶେଖର ଶିବାଜି ଚୌହାନଙ୍କ ନାଁ ଚାର୍ଜସିଟ୍ରେ ଉଲ୍ଲେଖ ରହିଛି। ଆସ୍ଥା ଚିଟ୍ଫଣ୍ଡ ସଂସ୍ଥାର ତିନି ଜଣ ବ୍ୟକ୍ତି ଓ ଦୁଇଟି କମ୍ପାନୀ ବିରୋଧରେ ଏହି ଚାର୍ଜସିଟ୍ ଦାଖଲ କରାଯାଇଛି।
ଏଥି ସହିତ ମାମଲାର ତଦନ୍ତ ଜାରି ରହିଥିବା ସିବିଆଇ ଚାର୍ଜସିଟ୍ରେ ଦର୍ଶାଯାଇଛି। ୮୦ ପୃଷ୍ଠାର ଚାର୍ଜସିଟ୍ରେ ୮୦ ଜଣଙ୍କର ସାକ୍ଷ୍ୟ ଓ ୧୪୨ଟି ଡକ୍ୟୁମେଣ୍ଟ ଦାଖଲ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।