ଆଠଗଡ଼:ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର,ହତ୍ୟା ଅଭିଯୋଗ

ଆଠଗଡ଼: କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ମତ୍ସପୁର ଜଙ୍ଗଲ ଭିତରେ ଥିବା ରାସ୍ତାକଡ଼ରୁ ଆଜି ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ହେଲେ ନାରଣ ବେହେରା (୫୫)। ତାଙ୍କ ଘର ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ରାଧାକିଶୋରପୁର ଗାଁରେ। ତାଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

dead-body-found

Rakesh Mallick
  • Published: Wednesday, 01 June 2016
  • , Updated: 01 June 2016, 04:16 AM IST

Related story