Advertisment

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ

ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରୁ ମିଳିଛି ବିଡ଼ା ବିଡ଼ା ଟଙ୍କା ସାଙ୍ଗକୁ ସୁନା ଓ ହୀରା ଗହଣା।

author-image
Manoj Swain
ଅଦ୍ୟତନ ହୋଇଛି

ଭିଜିଲାନ୍ସ ଜାଲରେ ବିଡିଓ । କଟକ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପ୍ରଦୀପଙ୍କ ଘରେ ରେଡ୍ କରୁଛି। ଭିଜିଲାନ୍ସ ରେଡ୍ ବେଳେ ଘରୁ ମିଳିଛି ବିଡ଼ା ବିଡ଼ା ଟଙ୍କା ସାଙ୍ଗକୁ ସୁନା ଓ ହୀରା ଗହଣା। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Vigilance Raid Cuttack