ଭୁବନେଶ୍ୱର: ଅର୍ଥତତ୍ତ୍ୱ ଚିଟ୍ ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁମ୍ୱାଇ ମଡେଲ ପ୍ରୀତି ଭାଟ୍ଟିଆଙ୍କ ଭଉଣୀ ଇନ୍ଦୁ ଦିୱାନଙ୍କୁ ଆଜି ପୁଣି ଥରେ ସିବିଆଇ ଜେରା କରିଛି। ୨ ଘଣ୍ଟାରୁ ଅଧିକ ସମୟ ଧରି ସିବିଆଇ କାର୍ଯ୍ୟାଳୟରେ ତାଙ୍କୁ ଜେରା କରାଯାଥିଲା।
ସୂଚନାଯୋଗ୍ୟ, ପ୍ରୀତି ଭାଟ୍ଟିଆଙ୍କ ପ୍ରଡକସନ ହାଉସରେ ଇନ୍ଦୁ ନିର୍ଦ୍ଦେଶକ ଥିଲେ। ପ୍ରୀତିଙ୍କ ମାଧ୍ୟମରେ ଏଟି ଗ୍ରୁପ୍ କୋଟି କୋଟି ଟଙ୍କା ଲଗାଇଥିବା ସିବିଆଇ ଜାଣିବାକୁ ପାଇବା ପରେ ଅଗଷ୍ଟ ୨୭ରେ ପ୍ରୀତି ଭାଟ୍ଟିଆଙ୍କ ଭଉଣୀ ଇନ୍ଦୁ ଦିୱାନ୍ ଓ ଭିଣୋଇ ବିକ୍ରମ ଦିୱାନଙ୍କୁ ଜେରା କରିଥିଲା। ଏହାପରେ ଅଗଷ୍ଟ ୨୮ରେ ପୁଣିଥରେ ଇନ୍ଦୁ ଦିୱାନ୍ ସିବିଆଇ ପାଖରେ ହାଜର ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଓଡ଼ିଶା-ଛତିଶଗଡ଼ ସୀମାରେ ନକ୍ସଲ କ୍ୟାମ୍ପ୍ ଠାବ; ବିପୁଳ ନକ୍ସଲ ସାମଗ୍ରୀ ଜବତ
ନକ୍ସଲ କ୍ୟାମ୍ପରୁ ବନ୍ଧୁକ ସମେତ ଅନ୍ୟ ନକ୍ସଲ ସାମଗ୍ରୀ ଜବତ ହୋଇଛି।
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।
Crime
କୋଟିପତି ଯୋଗାଣ ଅଧିକାରୀ ଗିରଫ
ବ୍ୟାଙ୍କରେ ସୁରେଶ କୁମାର ପାଣିଗ୍ରାହୀଙ୍କର କେବଳ ୧.୭୨ କୋଟି ଟଙ୍କାର ଜମା ରହିଛି।
Crime
ନାବାଳକ ଛାତ୍ର ସହ ସେକ୍ସ କରିଥିଲେ ଶିକ୍ଷୟିତ୍ରୀ, ମିଳିଲା ୩୦ ବର୍ଷ ଜେଲ୍
ଅଷ୍ଟମ ଶ୍ରେଣୀ ଛାତ୍ରକୁ ମଦ, ଗଞ୍ଜେଇ ଭଳି ନିଶାଦ୍ରବ୍ୟ ଦେଇ ତା' ସହ ବାରମ୍ବାର ଶାରିରୀକ ସମ୍ପର୍କ ରଖିଥିଲେ ଶିକ୍ଷୟିତ୍ରୀ। ଅଭିଯୋଗ ପରେ କରିଥିଲେ ଆତ୍ମସମର୍ପଣ।
Crime
ଡିଜିଟାଲ ଆରେଷ୍ଟର ଧମକ; ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟ୍
ଅହମ୍ମଦାବାଦର ଜଣେ ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା।