କଟକ: କୁଖ୍ୟାତ ଏଟିଏମ୍ ଲୁଟେରା ସମ୍ଭବ ଆଚାର୍ଯ୍ୟକୁ କମିଶନରେଟ୍ ପୋଲିସ୍ ଗିରଫ କରିଛି। ଗିରଫ ବେଳେ ତା’ ପାଖରୁ ୧୬ ହଜାର ଟଙ୍କା ପୋଲିସ୍ ଜବତ କରିଛି। ସମ୍ଭବ ନାଁରେ ୧୭ରୁ ଅଧିକ ମାମଲା ରହିଛି। ତା’ ଘର ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁରରେ।
ଜଟଣୀ ଥାନାରେ ରୁଜୁ ମାମଲା ଆଧାରରେ ସମ୍ଭବକୁ କୋର୍ଟ ଚାଲାଣ କରାଯାଇଥିବା ଭୁବନେଶ୍ୱର ଡିସିପି କହିଛନ୍ତି। କଟକ ପୁରୀଘାଟ ଥାନାରେ ସମ୍ଭବ ନାଁରେ ୮ଟି, ମଙ୍ଗଳବାଗ୍ ଥାନାରେ ୩ଟି, ବାଦାମବାଡ଼ି ଓ ବିଡ଼ାନାସୀ ଥାନାରେ ଏକାଧିକ ମାମଲା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।