ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଆରଟିଓଙ୍କ ଅଫିସ ଓ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଆରଟିଓ ଦୀନବନ୍ଧୁ ଶୁଣ୍ଢିଙ୍କ ଅଫିସ୍ ଓ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ୱର ଓ ଭବାନୀପାଟଣା ଘର ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢାଉ ଚାଲିଛି । ଭୁବନେଶ୍ୱରରେ ତାଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି । ତେବେ ଭବାନୀପାଟଣାରେ ଠାବ ହୋଇଥିବା ସମ୍ପତ୍ତି ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ । ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି […]

bhu

Rakesh Mallick
  • Published: Monday, 19 October 2015
  • , Updated: 19 October 2015, 05:31 AM IST

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଆରଟିଓ ଦୀନବନ୍ଧୁ ଶୁଣ୍ଢିଙ୍କ ଅଫିସ୍ ଓ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ୱର ଓ ଭବାନୀପାଟଣା ଘର ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢାଉ ଚାଲିଛି । ଭୁବନେଶ୍ୱରରେ ତାଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି । ତେବେ ଭବାନୀପାଟଣାରେ ଠାବ ହୋଇଥିବା ସମ୍ପତ୍ତି ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ । ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି ।

Related story