ରାୟଗଡ଼ା: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ଫରେଷ୍ଟ ରେଞ୍ଜ ଅର୍ନ୍ତଗତ କୋମଟାଲ ପେଟା ଫରେଷ୍ଟର କେ.ଜୟରାଜୁଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ଚଢ଼ାଉ କରିଛି। ଚଢ଼ାଉ ବେଳେ ପ୍ରାୟ ୯ ଲକ୍ଷ ଟଙ୍କା ଓ ୭୦ ଗ୍ରାମ ସୁନା ଓ ୭୦ ଗ୍ରାମ ସୁନାଗହଣା, ବୋଲେରୋ ଗାଡ଼ି ଜବତ କରାଯାଇଛି । ସେହିପରି ତାଙ୍କର ୪ଟି ବ୍ୟାଙ୍କ ଆକାଉଣ୍ଟ, ୩ଟି ପ୍ଲଟ୍ ଓ ୩ଟି ଘର ଥିବା ଜଣାପଡ଼ିଛି। ଜୟପୁର, ରାୟଗଡ଼ା ଓ ନବରଙ୍ଗପୁରର ଭିଜିଲାନ୍ସ ପକ୍ଷରୁ ମିଳିତ ଭାବେ କେ.ଜୟରାଜୁଙ୍କ ମଙ୍ଗଳାମନ୍ଦିର ନିକଟସ୍ଥ ବାସଭବନ ସମେତ ୨ଟି ଭଡାଘରେ ଚଢ଼ାଉ କରାଯାଇଛି। ଟିମରେ ପ୍ରାୟ ୧୫ ଜଣ ଅଫିସର ସାମିଲ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
Crime
ବୁର୍ଲା ଭୀମସାରରୁ ପୁଣି ନବଜାତ ଶିଶୁ ଚୋରି
ଅଜଣା ମହିଳା ଶିଶୁକୁ ଧରି ଯାଉଥିବା ଦୃଶ୍ୟ ସିସିଟିଭିରେ ହୋଇଛି କଏଦ। ଫୁଟେଜ୍ ଆଧାରରେ ମହିଳାଙ୍କୁ ଖୋଜୁଛି ପୁଲିସ।
Crime
ଖୋଲୁଛି ବାଂଲାଦେଶୀ ନାବାଳିକା ପେଡି; ପଞ୍ଝାରେ ଆଉ ଜଣେ ଦଲାଲ୍
ନବାଳିକାମାନେ ଅଭିଯୁକ୍ତ ସୁଲେମାନକୁ ଚିହ୍ନଟ କରିଛି। ଏହି ମାମଲାରେ ସୋମବାର କଟକ ସିଟି ମାଜିଷ୍ଟ୍ରେଟ୍ଙ୍କ କୋର୍ଟରେ ପୀଡ଼ିତାଙ୍କର ବୟାନ ରେକର୍ଡ କରାଯିବା ସହ ଡାକ୍ତରଖାନାରେ ଡାକ୍ତରୀ ମାଇନା ହୋଇଛି।