ଭୁବନେଶ୍ୱର RWSS ଡିଭିଜନର ଯନ୍ତ୍ରୀ ହେଉଛନ୍ତି ସୁନୀଲ୍ କୁମାର ପାଢ଼ୀ। ବାବୁ କାମ କରୁଥିଲେ, କିନ୍ତୁ ବେଶୀ ଗୋଟାଉଥିଲେ। ସେହି ଅର୍ଥରେ ରାଜଧାନୀ ଜାଗମରାରେ ତୋଳିଥିଲେ ‘ପାଢ଼ୀ ଭିଲ୍ଲା’ ନାମକ ଅଟ୍ଟାଳିକା। କୋଠା ଭିତରେ ପଶିଲେ ଇନ୍ଦ୍ରଭୁବନର ଅନୁଭୁତି ପାଇବେ। ଚକାଚକ୍ ମାର୍ବଲ ସାଙ୍ଗକୁ ହାଇଫାଇ ଡିଜାଇନ୍। ଦାମୀ କାଠରେ ବଡ଼ ବଡ଼ କଟ୍ ଆର୍ଟ୍ କାନ୍ଥରେ ଫିକ୍ସ କରାଯାଇଛି। ଯାହା ଦେଖିବାକୁ ଭାରି ଆକର୍ଷଣୀୟ। ବାସ୍ତୁ ପ୍ରତି ବିଶେଷ ଧ୍ୟାନ ଦେଇ ଘରର ପ୍ରତି କୋଣରେ ବାବୁ ରଖିଛନ୍ତି ରାଧାକୃଷ୍ଣ, ଗଣେଶ, ସାଇବାବାଙ୍କ ପ୍ରତିମୂର୍ତ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।