Advertisment

ଅସୁରକ୍ଷିତ ରାଜଧାନୀ ଆପାର୍ଟମେଣ୍ଟ

ଦିନକ ତଳେ ଏହି ଆପାର୍ଟମେଣ୍ଟରୁ ଜଣେ ଅବସରପ୍ରାପ୍ତ ବୈଜ୍ଞାନିକଙ୍କ ଘରୁ ୫୦ ଭରିର ସୁନା ଅଳଙ୍କାର ଲୁଟ୍ ହୋଇଥିବା ବେଳେ ଆଜି ଜଣେ ସଫ୍ଟୱେର ଇଞ୍ଜିନିୟରଙ୍କ ଘରୁ ୨୦ ଲକ୍ଷ ଟଙ୍କାର ସୁନାଗହଣା ଚୋରି ହୋଇଥିବା କଥା ସାମ୍ନାକୁ ଆସିଛି।

Advertisment

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱରର ଆପାର୍ଟମେଣ୍ଟ। ଚନ୍ଦକା ଥାନା ଅଞ୍ଚଳର ଗୋଠପାଟଣା ସ୍ଥିତ ଆକ୍ରୋପଲିସ୍ ଆପାର୍ଟମେଣ୍ଟରେ ଦୁଇ ଦୁଇଟି ଲୁଟ୍ ଘଟଣା ଫ୍ଲାଟ୍ ମାଲିକଙ୍କୁ ଭୟଭୀତ କରିଛି। ଦିନକ ତଳେ ଏହି ଆପାର୍ଟମେଣ୍ଟରୁ ଜଣେ ଅବସରପ୍ରାପ୍ତ ବୈଜ୍ଞାନିକଙ୍କ ଘରୁ ୫୦ ଭରିର ସୁନା ଅଳଙ୍କାର ଲୁଟ୍ ହୋଇଥିବା ବେଳେ ଆଜି ଜଣେ ସଫ୍ଟୱେର ଇଞ୍ଜିନିୟରଙ୍କ ଘରୁ ୨୦ ଲକ୍ଷ ଟଙ୍କାର ସୁନାଗହଣା ଚୋରି ହୋଇଥିବା କଥା ସାମ୍ନାକୁ ଆସିଛି।

Advertisment
Odisha Loot
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe