ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ

ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।

Baikuntha Dham Ashram PhotoOR

ଆଶ୍ରମର ପ୍ରବେଶ ପଥ

Manoranjan Sial
  • Published: Friday, 10 January 2025
  • Updated: 10 January 2025, 07:44 PM IST

Sports

Latest News

ଭୁବନେଶ୍ୱର ଖଣ୍ଡଗିରି ବୈକୁଣ୍ଠଧାମ ଆଶ୍ରମ ପାଇଁ ଅଡୁଆ ବଢିଲା। ଖୁବ ଶୀଘ୍ର ଆଶ୍ରମରେ ଚାଲିପାରେ ବୁଲଡୋଜର। ଆଶ୍ରମର ଜବରଦଖଲ ଉଚ୍ଛେଦ ଉପରେ ଥିବା ଅଙ୍କୁଶକୁ ଓଡିଶା ହାଇକୋର୍ଟ ହଟାଇ ଦେଇଛନ୍ତି।

ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ। ସମ୍ପୃକ୍ତ ଜମି ଉପରେ ବୈକୁଣ୍ଠ ଧାମ ଟ୍ରଷ୍ଟ ପକ୍ଷରୁ ଯୋଗଶିକ୍ଷା ଦିଆଯାଉଛି ଏବଂ ସେହି ଜମିକୁ ଟ୍ରଷ୍ଟକୁ ହସ୍ତାନ୍ତର କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ସୁପାରିଶ କରାଯାଇଛି ବୋଲି ଆବେଦନକାରୀ ହାଇକୋର୍ଟରେ ଦର୍ଶାଇଥିଲେ।

Also Read

ସେହି ଆଧାରରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟ ରୋକ ଲଗାଇଥିଲେ। ତେବେ ଗଣଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଦିଆଯାଇଥିବା ଚିଠି ନକଲି ବୋଲି ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ପରେ କୋର୍ଟ ଆଜି ନିଜ ଅନ୍ତରୀଣ ନିର୍ଦ୍ଦେଶକୁ ହଟାଇ ଦେଇଛନ୍ତି। ଏହାସହ ସରକାରଙ୍କ ସତ୍ୟପାଠ ଆଧାରରେ ଜବାବ ଦାଖଲ କରିବାକୁ ଆଶ୍ରମ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଫେବୃଆରୀ ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story