ବଲାଙ୍ଗିର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ବଲାଙ୍ଗିର ଜିଲ୍ଲା ବରସୁଆଁ ରେଞ୍ଜର ଅଫିସର ଗଣେଷ ମାଝିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଗଣେଷଙ୍କ ବଲାଙ୍ଗିରର ଶାନ୍ତିପଡ଼ା ଘର, ବାଗପାଲିରେ ଶ୍ୱଶୁର ଘର,ବାରସୁଆଁ ଅଫିସ ଓ ଭୁବନେଶ୍ୱରରେ ଭିଜିଲାନ୍ସ ଚଢ଼ାଉ କରିଛି। ଚଢ଼ାଉ ବେଳେ ବଲାଙ୍ଗିର ଘରୁ ନଗଦ ୩୧ ଲକ୍ଷ ଟଙ୍କା ଓ ସୁନା,ଗହଣା ଭିଜିଲାନ୍ସର ହସ୍ତଗତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।