ସୋର: ବାଲେଶ୍ୱର ଜିଲ୍ଲା ପୋଲିସ ଏକ ବନ୍ଧୁକ କାରବାର ରାକେଟର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିବା ସହିତ ସେମାନଙ୍କଠାରୁ ୨ଟି ମାଉଜର, ଗୋଟିଏ ରିଭଲଭର, ୪ଟ ମ୍ୟାଗଜିନ୍ ଏବଂ ୨୦ ରାଉଣ୍ଡ ଗୁଳି ଜବତ କରିଛି। ଅଭିଯୁକ୍ତ ମାନେ ହେଲେ ଅନୁଗୁଳ ଜିଲ୍ଲା ବଅଁରପାଳ ଅଞ୍ଚଳର ନିଳାଦ୍ରୀ ପ୍ରଧାନ ଓ ସେହି ଜିଲ୍ଲାର ଏଫସିଆଇ ମୁଣ୍ଡାବଜାର ଅଞ୍ଚଳର ରୋମି ଟୁଡୁ। ବାଲେଶ୍ୱର ଜିଲ୍ଲା ଏସପି ନୀତି ଶେଖର ସୋର ଥାନାରେ ଏକ ସାମ୍ବାଦିକ ସମ୍ମଳନୀରେ ଏହି ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।
Crime
କୋଟିପତି ଯୋଗାଣ ଅଧିକାରୀ ଗିରଫ
ବ୍ୟାଙ୍କରେ ସୁରେଶ କୁମାର ପାଣିଗ୍ରାହୀଙ୍କର କେବଳ ୧.୭୨ କୋଟି ଟଙ୍କାର ଜମା ରହିଛି।
Crime
ନାବାଳକ ଛାତ୍ର ସହ ସେକ୍ସ କରିଥିଲେ ଶିକ୍ଷୟିତ୍ରୀ, ମିଳିଲା ୩୦ ବର୍ଷ ଜେଲ୍
ଅଷ୍ଟମ ଶ୍ରେଣୀ ଛାତ୍ରକୁ ମଦ, ଗଞ୍ଜେଇ ଭଳି ନିଶାଦ୍ରବ୍ୟ ଦେଇ ତା' ସହ ବାରମ୍ବାର ଶାରିରୀକ ସମ୍ପର୍କ ରଖିଥିଲେ ଶିକ୍ଷୟିତ୍ରୀ। ଅଭିଯୋଗ ପରେ କରିଥିଲେ ଆତ୍ମସମର୍ପଣ।
Crime
ଡିଜିଟାଲ ଆରେଷ୍ଟର ଧମକ; ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟ୍
ଅହମ୍ମଦାବାଦର ଜଣେ ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା।
Crime
ମୋବାଇଲ ହେଲା କାଳ; ଝୁଲି ପଡ଼ିଲେ ଦମ୍ପତି
ଘର ବାହାରେ ୧୧ମାସର ଶିଶୁ କନ୍ୟାଟି କାନ୍ଦୁ ଥିବା ଶୁଣି ପାଖ ପଡ଼ୋଶୀ ଛୁଆ ପାଖକୁ ଧାଇଁ ଆସିଥିଲେ।