ବଣାଇ: ଗୁଣିଗାରେଡି ସନ୍ଦେହରେ ମହିଳାଙ୍କୁ ହତ୍ୟା ଅଭିଯୋଗ, ୨ ଗିରଫ

ବଣାଇ: ବଣାଇ ଟିକାୟତପାଲି ଥାନା ଅନ୍ତର୍ଗତ ଚିକଟନାଲିରେ ଗୁଣିଗାରେଡି ସନ୍ଦେହରେ ମହିଳାଙ୍କୁ ହତ୍ୟା  କରାଯାଇଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ନାଁ ସୀତା କିସାନ। ଖବର ପାଇ ଟିକାୟତପାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ବାଣେଶ୍ୱର କିସାନ ଏବଂ ଦାଶରଥି କିସାନକୁ ଗିରଫ କରିଛି। ତା’ ସହ ହତ୍ୟାରେ ବ୍ୟବହୃତ ଟାଙ୍ଗିଆକୁ ପୋଲିସ ଜବତ କରିଛି।

death

Rakesh Mallick
  • Published: Thursday, 03 September 2015
  • , Updated: 03 September 2015, 07:59 AM IST

Related story