ବଣାଇ: ରାଉରକେଲା ଓ ବଣାଇ ପୋଲିସ୍ ବିଭିନ୍ନ ସ୍ଥାନରେ ମିଳିତ ଚଢାଉ କରି ୫ ଜଣ ଅନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଲଠିକଟାର ସରୋଜ ମୁଣ୍ଡାରି, ମହମ୍ମଦ ସୁରାଜ ଅଲ୍ଲୀ, କାମାକ୍ଷାନଗରର ସୋରାନ ସୁବୁଜିଦ ପାତ୍ର, ମୟୂରଭଞ୍ଜର ଅଜିଜ୍ ବେହେରା ଓ ରାଉରକେଲାର ବିଟ୍ରାନିଆ କଲୋନିର କେ.ବାଳକୃଷ୍ଣ।
ଏହି ଲୁଟେରାମାନେ ସୁନ୍ଦରଗଡ, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାର ଏନଏଚ ୧୪୩, ଏନଏଚ ୧୦ ଏବଂ ଏନଏଚ ୬ ଦେଇ ଯାଉଥିବା ଲୁହାରଡ୍ ବୋଝେଇ ଟ୍ରକକୁ ଟାର୍ଗେଟ କରିଥା’ନ୍ତି। ସେମାନେ ଟ୍ରକଗୁଡ଼ିକୁ ଅଟକାଇ ଡ୍ରାଇଭର ଓ ହେଲପରଙ୍କୁ ବାନ୍ଧି ଲୁଟ୍ କରୁଥିଲେ। ଲୁଟ ସମାଗ୍ରୀଗୁଡିକୁ ଜଣା ଠିକାଦରଙ୍କୁ ବିକ୍ରି କରୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
Crime
ସରୋଜଙ୍କ ପରେ ହଂସିକାଙ୍କ ଆଉ ଜଣେ ସ୍ୱାମୀଙ୍କ ଘରେ IT
ମନୋଜଙ୍କ ଘରୁ ମିଳିଥିବା ଆର୍ଥିକ କାରବାର ସମ୍ପର୍କିତ କାଗଜପତ୍ର ଧରି ବାଲିଗୁଡା ଷ୍ଟେଟ ବ୍ୟାଙ୍କ ଯାଇଥିଲେ ଆୟକର ବିଭାଗ ଟିମ୍। ସେଠାରେ ମଧ୍ୟ ତନାଘନା କରିଥିଲେ। ଗୋଟିଏ ଟିମ୍ ମନୋଜଙ୍କ ଘରେ ଖାନତଲାସୀ କରୁଥିବା ବେଳେ ଆଉ ଗୋଟିଏ ଟିମ୍ ବ୍ୟାଙ୍କରେ ଖୋଳତାଡ଼ କରିଥିଲା।