ବରଗଡ଼: ଗଳାକାଟି ଜଣେ ବ୍ୟକ୍ତିଙ୍କୁ ହତ୍ୟା

ବରଗଡ଼: ବରଗଡ଼ ଜିଲ୍ଲା ବରପାଲି ଥାନା ଖୁଲାପାଲି ଗାଁରେ ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ଭଗବାନ ମେହେର (୫୦)। ଗତକାଲି ରାତିରେ ସେ ଘର ବାହାରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ତାଙ୍କ ଗଳାକାଟି ହତ୍ୟା କରିଛି। ତାଙ୍କ ମୁଣ୍ଡରେ କ୍ଷତ ଚିହ୍ନ ମଧ୍ୟ ଅଛି। ଜମି କିଣାବିକାକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି। ବରପାଲି ଏସ୍‌ଡିପିଓ ଓ ଆଇଆଇସି […]

bargad-murder

Rakesh Mallick
  • Published: Saturday, 11 June 2016
  • , Updated: 11 June 2016, 09:48 AM IST

ବରଗଡ଼: ବରଗଡ଼ ଜିଲ୍ଲା ବରପାଲି ଥାନା ଖୁଲାପାଲି ଗାଁରେ ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ଭଗବାନ ମେହେର (୫୦)।

ଗତକାଲି ରାତିରେ ସେ ଘର ବାହାରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ତାଙ୍କ ଗଳାକାଟି ହତ୍ୟା କରିଛି। ତାଙ୍କ ମୁଣ୍ଡରେ କ୍ଷତ ଚିହ୍ନ ମଧ୍ୟ ଅଛି। ଜମି କିଣାବିକାକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି।

ବରପାଲି ଏସ୍‌ଡିପିଓ ଓ ଆଇଆଇସି ଘଟଣାସ୍ଥଳରେ ତଦନ୍ତ କରିଛନ୍ତି।

Related story